ବରଗାଁ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

କଣ୍ଟାମାଳ/କ୍ରାନ୍ତିକ୍ଷେତ୍ର (ମନଧର କର୍ମୀ) : ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ବରଗାଁ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଆଜି ସରପଞ୍ଚ ରଶ୍ମିତା ରଣାଙ୍କ ଅଧକ୍ଷତାରେ ୮୦ତମ ସ୍ୱାଧୀନତା ଦିବସ ବହୁ ଆଡ଼ମ୍ବର ସହକାରେ ପାଳିତ ହୋଇଯାଇଛି। ଏହି ଅବସରରେ ପଞ୍ଚାୟତ ନିର୍ବାହୀଅଧିକାରୀ ଭୁଲେଶ୍ୱର ନାଗ ଓ ପଞ୍ଚାୟତ ର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ। ପ୍ରଥମେ ବରଗାଁ ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟ ର ଛାତ୍ର ଛାତ୍ରୀ ମାନେ ଗ୍ରାମ ପରିକ୍ରମା କରିଥିଲେ ପରେ ପତାକା ଉତ୍ତୋଳନ କରିଥିଲେ। ଏହା ପରେ ପ୍ରଧାନଶିକ୍ଷକ ତ୍ରିଲୋଚନ ସାହୁ ତାଙ୍କର ଅଭିଭାଷଣ ରଖିଥିଲେ।

Leave a Reply

Your email address will not be published. Required fields are marked *