ଚାଷୀଙ୍କ ଦୁଃଖ ବୁଝିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିଲକୁ ଯାଇ ଦେଖିଲେ ଫସଲ କ୍ଷୟକ୍ଷତି

ଛତ୍ରପୁର/କ୍ରାନ୍ତିକ୍ଷେତ୍ର (ଆର ଶିଲ୍ପା ରେଡ୍ଡି) : ସୋମବାର ଗଞ୍ଜାମଜିଲ୍ଲା ଗସ୍ତରେ ଆସିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବାତ୍ୟା ‘ଅର୍ଣ୍ଣବ’ ଓ ‘ଅକଭାନ’ର ପ୍ରଭାବରେ ଗଞ୍ଜାମ ଜିଲ୍ଲାର ବିଭିନ୍ନ ବ୍ଲକରେ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତି ଯୋଗୁଁ ବ୍ୟାପକ ଚାଷଜମି ଜଳମଗ୍ନ ହେବା ସହ ଚାଷୀମାନେ ବିପୁଳ କ୍ଷତିର ସମ୍ମୁଖୀନ ହୋଇଛନ୍ତି। ବନ୍ୟା ପରବର୍ତ୍ତୀ ସ୍ଥିତି, କ୍ଷୟକ୍ଷତିର ଆକଳନ, ରିଲିଫ୍ ବଣ୍ଟନ ଏବଂ ପୁନରୁଦ୍ଧାର କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

Leave a Reply

Your email address will not be published. Required fields are marked *